Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଯେକେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ଵାରରେ ମାରେ, ତାହା ନିମନ୍ତେ ଫିଟାଇଦିଆଯିବ।

Gade chapit la Kopi

ଓଡିଆ ବାଇବେଲ

10 କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କାରଣ ଯେ ମାଗେ, ତାକୁ ଦିଆଯାଏ; ଯେ ଖୋଜେ, ସେ ପାଏ ଓ ଯେ ଆଘାତ କରେ, ତା’ ପାଇଁ ଦ୍ୱାର ଫିଟାଇ ଦିଆଯାଏ।

Gade chapit la Kopi

ପବିତ୍ର ବାଇବଲ

10 କାରଣ ଯେଉଁ ଲୋକମାନେ ମାଗୁଥା’ନ୍ତି, ସେମାନେ ପ୍ରତ୍ୟେକେ ପାଇଥା’ନ୍ତି। ଯେଉଁମାନେ ଖୋଜୁଥା’ନ୍ତି, ସେମାନେ ପାଇଥା’ନ୍ତି। ଯେଉଁମାନେ ଦୁଆର ବାଡ଼େଇ ଥା’ନ୍ତି, ସେମାନଙ୍କ ପାଇଁ ଦୁଆର ଖୋଲିଯାଏ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:10
12 Referans Kwoze  

ତୁମ୍ଭେମାନେ ମାଗିଥାଅ, କିନ୍ତୁ ପାଇ ନ ଥାଅ, କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ।


ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”


ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋʼ ନିବେଦନର ରବ ଶୁଣିଲ।


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ,


ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି।


ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ।


ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?


Swiv nou:

Piblisite


Piblisite