ଲୂକ ଲିଖିତ ସୁସମାଚାର 11:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? Gade chapit laପବିତ୍ର ବାଇବଲ (Re-edited) - (BSI)12 କିମ୍ଵା ଅଣ୍ତା ମାଗିଲେ ସେ ତାହାକୁ ବିଛା ଦେବ? Gade chapit laଓଡିଆ ବାଇବେଲ12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ ? Gade chapit laପବିତ୍ର ବାଇବଲ12 କିମ୍ବା ପୁଅ ଯଦି ଅଣ୍ଡାଟିଏ ମାଗେ, ତେବେ ତା’ ହାତରେ ତୁମ୍ଭେମାନେ କଙ୍କଡ଼ାବିଛାଟିଏ ଦେବ କି? ନା। Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।