Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ମାତ୍ର ସେ କହିଲେ, ନା, ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ବରଞ୍ଚ ସେହିମାନେ ଧନ୍ୟ।

Gade chapit la Kopi

ଓଡିଆ ବାଇବେଲ

28 ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 କିନ୍ତୁ ଯୀଶୁ ଉତ୍ତର ଦେଲେ, “ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ତାହା ପାଳନ କରନ୍ତି, ସେମାନେ କେଡ଼େ ଧନ୍ୟ।”

Gade chapit la Kopi

ପବିତ୍ର ବାଇବଲ

28 କିନ୍ତୁ ଯୀଶୁ କହିଲେ, “ପରମେଶ୍ୱରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତରେ ସେହିମାନେ ହିଁ ଧନ୍ୟ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 11:28
16 Referans Kwoze  

କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମାଆ ଓ ଭାଇମାନେ।”


ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।


ଯଦି ତୁମ୍ଭେମାନେ ଏହିସବୁ ଜାଣ, ତେବେ ସେହି ପ୍ରକାର କଲେ ତୁମ୍ଭେମାନେ ଧନ୍ୟ।


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।


ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।


ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।


ପରମେଶ୍ୱରଙ୍କ ଆଜ୍ଞାପାଳନକାରୀ ଆପଣା ପ୍ରାଣ ରକ୍ଷା କରେ; ମାତ୍ର ଆପଣା ପଥ ବିଷୟରେ ଯେ ଅସାବଧାନ ହୁଏ, ସେ ମରିବ।


ଯେ ପାଠ କରେ ଓ ଯେଉଁମାନେ ଏହି ଭାବବାଣୀ ଶ୍ରବଣ କରନ୍ତି ପୁଣି, ସେଥିରେ ଲିଖିତ ବିଷୟସବୁ ପାଳନ କରନ୍ତି, ସେମାନେ ଧନ୍ୟ, କାରଣ ସମୟ ସନ୍ନିକଟ।


Swiv nou:

Piblisite


Piblisite