ଲୂକ ଲିଖିତ ସୁସମାଚାର 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷର ଲୋକଙ୍କ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। Gade chapit laଓଡିଆ ବାଇବେଲ31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି । Gade chapit laପବିତ୍ର ବାଇବଲ (CL) NT (BSI)31 ବିଚାର ଦିନରେ ଶେବା ଦେଶର ରାଣୀ ଠିଆ ହୋଇ ଆଜିର ଲୋକମାନଙ୍କୁ ଦୋଷାରୋପ କରିବେ, କାରଣ ଶଲୋମନ ରାଜାଙ୍କର ଜ୍ଞାନର କଥା ଶୁଣିବା ପାଇଁ ସେ ତାଙ୍କ ଦେଶରୁ ଯାତ୍ରା କରିଥିଲେ; କିନ୍ତୁ ମୁଁ କହେ, ଶଲୋମନଙ୍କଠାରୁ ଅଧିକ ମହତ୍ ବିଷୟମାନ ଏଠାରେ ଅଛି। Gade chapit laପବିତ୍ର ବାଇବଲ31 “ବିଗ୍ଭର ଦିନରେ ଦକ୍ଷିଣର ରାଣୀ ପ୍ରକାଶିତ ହୋଇ ଏବେ ବଞ୍ଚିଥିବା ଲୋକମାନଙ୍କ ବିରୁଦ୍ଧରେ ଅଭିଯୋଗ ଆଣିବେ ଓ ସେମାନଙ୍କୁ ଦୋଷୀ ସାବ୍ୟସ୍ତ କରିବେ, କାରଣ ସେହି ରାଣୀ ଶଲୋମନଙ୍କ ଜ୍ଞାନମୂଳକ ଉପଦେଶ ଶୁଣିବା ପାଇଁ ବହୁତ ଦୂରରୁ ଆସିଥିଲେ ଏବଂ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ମୁଁ ଶଲୋମନଙ୍କ ଅପେକ୍ଷା ମହାନ୍ ଅଟେ। Gade chapit la |