Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ହେ ନିର୍ବୋଧ! ଯେଉଁ ଈଶ୍ୱର ବାହାର ଅଂଶ ସୃଷ୍ଟି କରିଛନ୍ତି, ସେ କଅଣ ଭିତର ଅଂଶଟିକୁ ମଧ୍ୟ ସୃଷ୍ଟି କରି ନାହାନ୍ତି?

Gade chapit la Kopi

ପବିତ୍ର ବାଇବଲ

40 ହେ ନିର୍ବୋଧଗଣ! ବାହାରେ ଯାହା ଅଛି, ତାହା ଯିଏ ତିଆରି କରିଛନ୍ତି ସେ ମଧ୍ୟ ଭିତରେ ଥିବା ବିଷୟ ସବୁ ତିଆରି କରିଛନ୍ତିା

Gade chapit la Kopi




ଲୂକ ଲିଖିତ ସୁସମାଚାର 11:40
17 Referans Kwoze  

କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?


ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,


ହେ ଅନ୍ଧ ଫାରୂଶୀ, ଆଗେ ଗିନାର ଭିତର ସଫା କର, ଯେପରି ସେଥିର ବାହାର ମଧ୍ୟ ସଫା ହେବ।


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ରେ ମୂଢ଼ ଓ ଅନ୍ଧମାନେ, ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର, ଏହି ଦୁଇ ମଧ୍ୟରେ କଅଣ ଶ୍ରେଷ୍ଠ?


ଇସ୍ରାଏଲ ବିଷୟରେ ସଦାପ୍ରଭୁଙ୍କର ବାକ୍ୟ। ଯେ ଆକାଶମଣ୍ଡଳ ବିସ୍ତାର କରନ୍ତି ଓ ପୃଥିବୀର ଭିତ୍ତିମୂଳ ସ୍ଥାପନ କରନ୍ତି ଓ ମନୁଷ୍ୟର ଅନ୍ତରରେ ଆତ୍ମା ନିର୍ମାଣ କରନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି।


“ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;


ହେ ନିର୍ବୋଧ ଲୋକେ, ସତର୍କତାର କଥା ବୁଝ; ହେ ମୂର୍ଖ ଲୋକେ, ତୁମ୍ଭେମାନେ ସୁବିବେକୀମନା ହୁଅ।


“ହେ ନିର୍ବୋଧ ଲୋକମାନେ, କେତେ କାଳ ମୂର୍ଖତାକୁ ଭଲ ପାଇବ? ହେ ନିନ୍ଦୁକମାନେ, ଆଉ କେତେ କାଳ ନିନ୍ଦାରେ ସନ୍ତୁଷ୍ଟ ଥିବ? ହେ ମୂର୍ଖମାନେ, ଆଉ କେତେ କାଳ ବିଦ୍ୟାକୁ ଘୃଣା କରିବ?


ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।


ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ।


ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ?”


ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”


Swiv nou:

Piblisite


Piblisite