Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ହାୟ, ଦଣ୍ତର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।

Gade chapit la Kopi

ଓଡିଆ ବାଇବେଲ

43 ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 “ହେ ଫାରୁଶୀମାନେ, ତୁମ ଦଶା କି ଶୋଚନୀୟ! ତୁମେ ସମାଜ ଗୃହମାନଙ୍କରେ ସଂରକ୍ଷିତ ସ୍ଥାନ ଓ ବଜାରରେ ଅନ୍ୟମାନଙ୍କଠାରୁ ଭକ୍ତିପୂର୍ଣ୍ଣ ନମସ୍କାର ପାଇବାକୁ ଭଲ ପାଅ।

Gade chapit la Kopi

ପବିତ୍ର ବାଇବଲ

43 “ହାୟ ଫାରୂଶୀଗଣ! କାରଣ ତୁମ୍ଭେମାନେ ଯିହୂଦୀ ସମାଜଗୃହରେ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ ଆସନ ଗ୍ଭହୁଁଛ ଓ ହାଟ ବଜାରରେ ଲୋକମାନଙ୍କଠାରୁ ସମ୍ମାନଜନକ ନମସ୍କାର ପାଇବାକୁ ଭଲ ପାଉଛ।

Gade chapit la Kopi




ଲୂକ ଲିଖିତ ସୁସମାଚାର 11:43
10 Referans Kwoze  

“ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;


ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି; ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ।


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;


ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।


କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,


Swiv nou:

Piblisite


Piblisite