ଲୂକ ଲିଖିତ ସୁସମାଚାର 11:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ସେମାନଙ୍କୁ ବଧ କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)47 ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ। Gade chapit laଓଡିଆ ବାଇବେଲ47 ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ, କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)47 ତୁମ୍ଭମାନଙ୍କର ଦଶା କେଡ଼େ ଭୟଙ୍କର ହେବ। ତୁମେ ଭାବବାଦୀମାନଙ୍କ ନିମନ୍ତେ ସୁନ୍ଦର କବର ପ୍ରସ୍ତୁତ କରିଥାଅ, ସେହି ଭାବବାଦୀମାନଙ୍କୁ ତୁମର ପୂର୍ବପୁରୁଷମାନେ ହତ୍ୟା କରିଥିଲେ। Gade chapit laପବିତ୍ର ବାଇବଲ47 ହାୟ, କାରଣ ତୁମ୍ଭେମାନେ ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ମାନାର୍ଥେ କବର ତିଆରି କରୁଥାଅ। କିନ୍ତୁ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ହିଁ ମାରି ଦେଇଥିଲେ। Gade chapit la |