Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:52 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ହାୟ, ଦଣ୍ତର ପାତ୍ର ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର କଞ୍ଚି ହରଣ କଲ; ତୁମ୍ଭେମାନେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ବାଧା ଦେଲ।

Gade chapit la Kopi

ଓଡିଆ ବାଇବେଲ

52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

52 “ହେ ଧର୍ମଗୁରୁମାନେ, ତୁମ ଦଶା କେଡ଼େ ଭୟଙ୍କର ହେବ। ତୁମେ ଜ୍ଞାନରୂପ ଗୃହର ଦ୍ୱାର ଖୋଲିବାକୁ ଚାବି ରଖିଛ; ତୁମେ ନିଜେ ଭିତରକୁ ଯାଉ ନାହଁ ଏବଂ ଯେଉଁମାନେ ଭିତରକୁ ଯିବାକୁ ଚେଷ୍ଟା କରନ୍ତି, ତୁମେ ସେମାନଙ୍କୁ ବାଧା ଦେଉଛ।”

Gade chapit la Kopi

ପବିତ୍ର ବାଇବଲ

52 “ହେ ଧର୍ମଶାସ୍ତ୍ରୀଗଣ! ତୁମ୍ଭମାନଙ୍କୁ ଧିକ୍, କାରଣ ତୁମ୍ଭେମାନେ ଈଶ୍ୱର ଜ୍ଞାନର ଗ୍ଭବିକାଠି ଲୁଚେଇ ଦେଲ। ନିଜ ଐଶ୍ୱରିକ ଜ୍ଞାନ ଶିଖିଲ ନାହିଁ କି, ଯେଉଁମାନେ ଶିଖିବାକୁ ଗ୍ଭହୁଁ ଥିଲେ, ସେମାନଙ୍କୁ ମଧ୍ୟ ଶିଖିବାକୁ ଦେଲ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 11:52
10 Referans Kwoze  

“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ିଦେଲେ।


ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,


ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି


Swiv nou:

Piblisite


Piblisite