Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 11:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,

Gade chapit la Kopi

ଓଡିଆ ବାଇବେଲ

6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋ' ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ' ପାଖରେ କିଛି ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ମୋର ଜଣେ ବନ୍ଧୁ ଯାତ୍ରା କରୁ କରୁ ମୋ’ ଘରେ ଆସି ପହଞ୍ôଚଛନ୍ତି, ତାଙ୍କୁ ଖାଇବାକୁ ଦେବା ପାଇଁ ମୋ’ ପାଖରେ କିଛି ନାହିଁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 11:6
2 Referans Kwoze  

ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,


ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’


Swiv nou:

Piblisite


Piblisite