ଲୂକ ଲିଖିତ ସୁସମାଚାର 12:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। Gade chapit laଓଡିଆ ବାଇବେଲ2 କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ, । Gade chapit laପବିତ୍ର ବାଇବଲ (CL) NT (BSI)2 ଯାହା ଆବୃତ ହୋଇଛି, ତାହା ଅନାବୃତ ହେବ ଓ ପ୍ରତ୍ୟେକ ଗୁପ୍ତ ବିଷୟ ପ୍ରକାଶିତ ହେବ। Gade chapit laପବିତ୍ର ବାଇବଲ2 ଲୁଚି ରହିଥିବା ପ୍ରତ୍ୟେକ ଜିନିଷକୁ ପ୍ରକାଶ କରି ଦିଆ ଯିବ। ଗୋପନରେ ରହିଥିବା ପ୍ରତ୍ୟେକ ବିଷୟକୁ ପ୍ରକାଶ କରାଯିବ। Gade chapit la |