Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କିନ୍ତୁ ଈଶ୍ଵର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ଆୟୋଜନ କରିଅଛୁ, ସେହିସବୁ କାହାର ହେବ?

Gade chapit la Kopi

ଓଡିଆ ବାଇବେଲ

20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କିନ୍ତୁ ଈଶ୍ୱର ତାକୁ କହିଲେ, ‘ରେ ମୂର୍ଖ! ଆଜି ରାତିରେ ଯଦି ତୋର ମୃତ୍ୟୁ ହୁଏ, ତେବେ ତୁ ନିଜ ପାଇଁ ଯାହା ସଞ୍ଚୟ କରିଛୁ, ସେସବୁ କିଏ ପାଇବ?”

Gade chapit la Kopi

ପବିତ୍ର ବାଇବଲ

20 “କିନ୍ତୁ ପରମେଶ୍ୱର ତାହାକୁ କହିଲେ, ‘ଆରେ ନିର୍ବୋଧ ମନୁଷ୍ୟ! ଆଜି ରାତିରେ ତୁ ମରିଯିବୁ। ତୁ ଯେଉଁ ପଦାର୍ଥତକ ତୋ’ ପାଇଁ ସାଇତି କରି ରଖିଛୁ, ତାହା କ’ଣ ହେବ? ସେ ସବୁ କିଏ ଭୋଗ କରିବ?’

Gade chapit la Kopi




ଲୂକ ଲିଖିତ ସୁସମାଚାର 12:20
35 Referans Kwoze  

ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


କାରଣ ଭକ୍ତିହୀନ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ?


କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;


ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।


କିନ୍ତୁ କାଲି କଅଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କଅଣ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।


ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ?


ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।


କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।


ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।


ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।


ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ


ଆଉ, ହାମନ୍‍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।


ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯାʼନ୍ତି।


ଦୁଷ୍ଟତା-ଜାତ ଧନ କିଛି ଫଳ ଦିଏ ନାହିଁ; ମାତ୍ର ଧାର୍ମିକତା ମୃତ୍ୟୁୁରୁ ଉଦ୍ଧାର କରେ।


କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।


ତୁମ୍ଭେ କାଲିର ବିଷୟରେ ଦର୍ପ କଥା କୁହ ନାହିଁ; ଯେହେତୁ ଏକ ଦିନ କଅଣ ଉତ୍ପାଦନ କରିବ, ତାହା ତୁମ୍ଭକୁ ଜଣା ନାହିଁ।


ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”


ତୁମ୍ଭେମାନେ ଅବସ୍ତୁରେ ଆନନ୍ଦ କରୁଅଛ, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ ଆପଣା ବଳରେ କି କରନିମ୍ ଲାଭ କରି ନାହୁଁ?”


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,


Swiv nou:

Piblisite


Piblisite