Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କାଉମାନଙ୍କ ବିଷୟରେ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଅମାର ନାହିଁ, ଆଉ ଈଶ୍ବର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ!

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କୁଆମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି ସେମାନଙ୍କର ଗୋଲାଘର ବା ଅମାର ନାହିଁ, ଆଉ ଈଶ୍ଵର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠଣ!

Gade chapit la Kopi

ଓଡିଆ ବାଇବେଲ

24 କାଉମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି, ସେମାନଙ୍କର ଭଣ୍ଡାରଘର ନାହିଁ, ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ !

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 କାଉମାନଙ୍କୁ ଦେଖ: ସେମାନେ ବିହନ ବୁଣନ୍ତି ନାହିଁ ଅବା ଶସ୍ୟ ଅମଳ କରନ୍ତି ନାହିଁ; ସେମାନଙ୍କ ଭଣ୍ଡାର ଘର ଅବା ଅମାର ନାହିଁ; ଈଶ୍ୱର ସେମାନଙ୍କୁ ଖାଦ୍ୟ ଯୋଗାନ୍ତି। ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ!

Gade chapit la Kopi

ପବିତ୍ର ବାଇବଲ

24 ପକ୍ଷୀଗୁଡ଼ିକୁ ଦେଖ। ସେମାନେ ବିହନ ବୁଣନ୍ତି ନାହିଁ, କି ଫସଲ ଅମଳ କରନ୍ତି ନାହିଁ। ସଞ୍ଚୟ କରିବା ପାଇଁ ପକ୍ଷୀମାନଙ୍କ ପାଖରେ ଭଣ୍ଡାର ନାହିଁ, କି ଅମାର ନାହିଁ। ତଥାପି ପରମେଶ୍ୱର ସେମାନଙ୍କୁ ଖାଇବାକୁ ଦେଇଥା’ନ୍ତି। ତୁମ୍ଭେମାନେ ତ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ମୂଲ୍ୟବାନ୍।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:24
13 Referans Kwoze  

ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”


ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।


କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”


ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ?


ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।


ଏଥିରେ ରାଜା ଅତ୍ୟନ୍ତ ଦୁଃଖିତ ହେଲେ ସୁଦ୍ଧା ଆପଣା ଶପଥ ଓ ଭୋଜନୋପବିଷ୍ଟ ବ୍ୟକ୍ତିମାନଙ୍କ ହେତୁ ମନା କରିବାକୁ ଇଚ୍ଛା କଲେ ନାହିଁ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ପରିଷ୍କାର କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”


ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ?


ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି,


କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ।


Swiv nou:

Piblisite


Piblisite