ଲୂକ ଲିଖିତ ସୁସମାଚାର 12:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)31 ବରଞ୍ଚ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ଵେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। Gade chapit laଓଡିଆ ବାଇବେଲ31 ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ । Gade chapit laପବିତ୍ର ବାଇବଲ (CL) NT (BSI)31 ଏହା ପରିବର୍ତ୍ତେ ତାଙ୍କ ରାଜ୍ୟ ବିଷୟରେ ମନୋଯୋଗୀ ହୁଅ; ତା’ହେଲେ, ସେ ତୁମ୍ଭମାନଙ୍କୁ ଏ ସମସ୍ତ ବିଷୟ ଯୋଗାଇବେ। Gade chapit laପବିତ୍ର ବାଇବଲ31 ବରଂ ତୁମ୍ଭମାନଙ୍କର ଯେଉଁ ବିଷୟଟି ଗ୍ଭହିଁବା ଉଚିତ୍, ତାହା ହେଉଛି ସ୍ୱର୍ଗରାଜ୍ୟ। ତାହାହେଲେ ତୁମ୍ଭେମାନେ ଦରକାର କରୁଥିବା ଏହି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯିବ। Gade chapit la |