ଲୂକ ଲିଖିତ ସୁସମାଚାର 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। Gade chapit laଓଡିଆ ବାଇବେଲ4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)4 “ବନ୍ଧୁଗଣ, ମୁଁ ତୁମ୍ଭମାନଙ୍କୁ କହେ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ତା’ପରେ ଆଉ ଅଧିକ କ୍ଷତି ସାଧନ କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। Gade chapit laପବିତ୍ର ବାଇବଲ4 ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, “ହେ ମୋର ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କେବଳ ଶରୀରକୁ ମାରି ପକାଇବେ। କିନ୍ତୁ ସେତିକି କରି ସାରିବା ପରେ ସେମାନେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ। Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।