ଲୂକ ଲିଖିତ ସୁସମାଚାର 12:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ। Gade chapit laଓଡିଆ ବାଇବେଲ40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ । Gade chapit laପବିତ୍ର ବାଇବଲ (CL) NT (BSI)40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ଥାଅ, କାରଣ ତୁମେ ତାଙ୍କୁ ଅପେକ୍ଷା କରୁ ନ ଥିବା ସମୟରେ ମନୁଷ୍ୟପୁତ୍ର ଆସିବେ।” Gade chapit laପବିତ୍ର ବାଇବଲ40 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। କାରଣ ମନୁଷ୍ୟପୁତ୍ର ଏପରି ଏକ ସମୟରେ ଆସିବେ, ଯେଉଁ ସମୟରେ ସେ ଆସିବେ ବୋଲି ତୁମ୍ଭେମାନେ ଆଦୌ ଭାବି ପାରି ନ ଥିବ।” Gade chapit la |