Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ଵ ଉପରେ ନିଯୁକ୍ତ କରିବେ।

Gade chapit la Kopi

ଓଡିଆ ବାଇବେଲ

44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ପ୍ରକୃତରେ ମୁଁ ତୁମ୍ଭମାନଙ୍କୁ କହୁଛି, ମାଲିକ ସେହି ଦାସତ୍ୱ ତାଙ୍କର ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରଖିବେ।

Gade chapit la Kopi

ପବିତ୍ର ବାଇବଲ

44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ମାଲିକ ତାକୁ ତାହାଙ୍କ ସମସ୍ତ ସମ୍ପତ୍ତିର ଦାୟିତ୍ୱରେ ରହିବା ପାଇଁ ବାଛିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:44
8 Referans Kwoze  

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।


ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ।


ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ।


କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,


Swiv nou:

Piblisite


Piblisite