ଲୂକ ଲିଖିତ ସୁସମାଚାର 12:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ନିଷ୍ପୀଡ଼ିତ ହେଉଅଛି। Gade chapit laଓଡିଆ ବାଇବେଲ50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)50 ମୋତେ ଆଉ ଏକ ଦୀକ୍ଷା ନେବାକୁ ହେବ ଏବଂ ତାହା ନେବା ପର୍ଯ୍ୟନ୍ତ ମୁଁ ବ୍ୟାକୁଳ। Gade chapit laପବିତ୍ର ବାଇବଲ50 ମୋତେ ‘ଅନ୍ୟପ୍ରକାରର ବାପ୍ତିସ୍ମ’ ଦ୍ୱାରା ବାପ୍ତିଜିତ ହେବାକୁ ପଡ଼ିବ। ଏହା ନ ହେବା ପର୍ଯ୍ୟନ୍ତ ମୁଁ ପୀଡ଼ା ଅନୁଭବ କରୁଛି। Gade chapit la |