Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:55 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି ତାହା ଘଟେ।

Gade chapit la Kopi

ଓଡିଆ ବାଇବେଲ

55 ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

55 ଆଉ ଯେତେବେଳେ ତୁମ୍ଭେମାନେ ଦକ୍ଷିଣା ପବନ ବହିବା ଅନୁଭବ କର, କହିଥାଅ ଯେ ବହୁତ ଗରମ ହେବ - ଏବଂ ସେହିପରି ହୁଏ।

Gade chapit la Kopi

ପବିତ୍ର ବାଇବଲ

55 ଦକ୍ଷିଣ ଦିଗରୁ ପବନ ବୋହିଲେ ତୁମ୍ଭେମାନେ କୁହ, ‘ଗରମ ହେବ।’ ତା'ପରେ ତାହା ହିଁ ହୁଏ।

Gade chapit la Kopi




ଲୂକ ଲିଖିତ ସୁସମାଚାର 12:55
3 Referans Kwoze  

‘ଏହି ଶେଷର ଲୋକମାନେ ଘଣ୍ଟାଏ ମାତ୍ର କାମ କଲେ, ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳି ପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ।’


ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?


କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ,


Swiv nou:

Piblisite


Piblisite