Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 12:57 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 “ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ଆଉ, ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ?

Gade chapit la Kopi

ଓଡିଆ ବାଇବେଲ

57 ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

57 “ତୁମ୍ଭେ କେଉଁ କାର୍ଯ୍ୟ କରିବା ଉଚିତ୍, ତାହା କାହିଁକି ନିଜେ ବିଚାର କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ

57 “ଯାହା ଠିକ୍, ତାହା ତୁମ୍ଭେମାନେ ନିଜେ ନିଷ୍ପତ୍ତି କରି ପାରୁ ନାହଁ କାହିଁକି?

Gade chapit la Kopi




ଲୂକ ଲିଖିତ ସୁସମାଚାର 12:57
10 Referans Kwoze  

ବାହ୍ୟ ବିଷୟ ଦେଖି ବିଚାର ନ କରି ଉଚିତ୍ ନ୍ୟାୟବିଚାର କର।”


ଆହା, ସେମାନେ ଯେବେ ଜ୍ଞାନବାନ ହୁଅନ୍ତେ, ସେମାନେ ଏ କଥା ବୁଝନ୍ତେ, ସେମାନେ ଯେବେ ଆପଣାମାନଙ୍କ ଶେଷାବସ୍ଥା ବିବେଚନା କରନ୍ତେ।


ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,


ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;


କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।”


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ।”


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।


ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?


Swiv nou:

Piblisite


Piblisite