Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 13:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୋ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

23 ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୁ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ' ଣ ଅଳ୍ପ ? ସେଥିରେ ସେ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 କେହି ଜଣେ ତାଙ୍କୁ ପଚାରିଲା, “ମହାଶୟ, ଅଳ୍ପ କେତେଜଣ କ’ଣ ପରିତ୍ରାଣ ପାଇବେ?”

Gade chapit la Kopi

ପବିତ୍ର ବାଇବଲ

23 ଜଣେ କେହି ଯୀଶୁଙ୍କୁ କହିଲା, “ପ୍ରଭୁ, କେତେ ଜଣ ଲୋକ ପରିତ୍ରାଣ ପାଇ ପାରିବେ? କ’ଣ ଅଳ୍ପ ଲୋକ?”

Gade chapit la Kopi




ଲୂକ ଲିଖିତ ସୁସମାଚାର 13:23
12 Referans Kwoze  

ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।


କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ।’”


ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।”


ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?


ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ।


“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।


Swiv nou:

Piblisite


Piblisite