ଲୂକ ଲିଖିତ ସୁସମାଚାର 13:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ। Gade chapit laଓଡିଆ ବାଇବେଲ35 ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)35 ସେଥିପାଇଁ ତୁ ପରିତ୍ୟକ୍ତ ହେବୁ। ମୁଁ ତୋତେ ନିଶ୍ଚିତଭାବେ କହୁଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଛନ୍ତି, ଈଶ୍ୱର ତାଙ୍କୁ ଆଶୀର୍ବାଦ କରନ୍ତୁ’, ତୁ ଏହି କଥା ଯେ ପର୍ଯ୍ୟନ୍ତ ନ କହିଛୁ, ସେ ପର୍ଯ୍ୟନ୍ତ ତୁ ମୋତେ ଆଉ ଦେଖିବୁ ନାହିଁ।” Gade chapit laପବିତ୍ର ବାଇବଲ35 ବର୍ତ୍ତମାନ ତୁମ୍ଭମାନଙ୍କ ଘର ପୂରାପୂରି ଖାଲି ଛାଡ଼ି ଦିଆଯିବ। ମୁଁ ତୁମ୍ଭମାନଙ୍କୁ କହୁଛି, ଯେଉଁ ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ଏହି କଥା ନ କହିବ, ‘ପ୍ରଭୁଙ୍କ ନାମରେ ଯେଉଁ ବ୍ୟକ୍ତି ଆସନ୍ତି, ପରମେଶ୍ୱର ତାହାଙ୍କୁ ଆଶୀର୍ବାଦ କରନ୍ତୁ’, ‘ସେହି ସମୟ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ପୁନର୍ବାର ଦେଖି ପାରିବ ନାହିଁ।’” Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହାସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”