Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।

Gade chapit la Kopi

ଓଡିଆ ବାଇବେଲ

17 ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଭୋଜନ ସମୟ ହେବାରୁ ସେ ତା’ର ଅତିଥିମାନଙ୍କ ନିକଟକୁ ଭୃତ୍ୟ ପଠାଇ ଜଣାଇଲା, ‘ଆସନ୍ତୁ, ସବୁ ପ୍ରସ୍ତୁତ;’

Gade chapit la Kopi

ପବିତ୍ର ବାଇବଲ

17 ଖାଇବା ସମୟ ହେବାରୁ ସେ ଅତିଥିମାନଙ୍କ ପାଖକୁ ଏହି କଥା କହିବା ପାଇଁ ନିଜ ଗ୍ଭକରକୁ ପଠାଇଲେ: ‘ଆସନ୍ତୁ, ଭୋଜନ ପ୍ରସ୍ତୁତି ହୋଇ ଗଲାଣି।’

Gade chapit la Kopi




ଲୂକ ଲିଖିତ ସୁସମାଚାର 14:17
17 Referans Kwoze  

କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ବର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି।


ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।


କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;


କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’


Swiv nou:

Piblisite


Piblisite