ଲୂକ ଲିଖିତ ସୁସମାଚାର 14:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’ Gade chapit laପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ସମସ୍ତେ ଏକମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲା, ମୁଁ ଖଣ୍ତେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। Gade chapit laଓଡିଆ ବାଇବେଲ18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର । Gade chapit laପବିତ୍ର ବାଇବଲ (CL) NT (BSI)18 କିନ୍ତୁ ସେମାନେ ଜଣ ଜଣ ହୋଇ ନ ଆସିବା ପାଇଁ ଆଳ ଦେଖାଇଲେ। ପ୍ରଥମ ଜଣ କହିଲା, ‘ମୁଁ ଗୋଟିଏ କ୍ଷେତ କିଣିଛି, ତାକୁ ଦେଖିବାକୁ ଯିବି, ମୋତେ କ୍ଷମା କର।’ Gade chapit laପବିତ୍ର ବାଇବଲ18 କିନ୍ତୁ ସମସ୍ତ ନିମନ୍ତ୍ରିତ ବ୍ୟକ୍ତିମାନେ କହିଲେ ଯେ, ସେମାନେ ଯାଇ ପାରିବେ ନାହିଁ। ପ୍ରତ୍ୟେକ ବାହାନା କରି କ୍ଷମା ମାଗି ରହିଗଲେ। ପ୍ରଥମ ଲୋକଟି କହିଲା, ‘ମୁଁ ଏବେ ଖଣ୍ଡେ ଜମି କିଣିଛି। ସେହି ଜମିଟି ଦେଖିବାକୁ ବର୍ତ୍ତମାନ ମୋତେ ଯିବାକୁ ପଡ଼ିବ। ଦୟାକରି ମୋତେ କ୍ଷମା କର।’ Gade chapit la |