Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଅନ୍ୟ ଜଣେ କହିଲା, ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 ଅନ୍ୟ ଜଣେ କହିଲା, ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ଆଉ ଜଣେ କହିଲା, ‘ମୁଁ ଏଇ ମାତ୍ର ବିବାହ କରିଛି, ଆସି ପାରିବି ନାହିଁ।’

Gade chapit la Kopi

ପବିତ୍ର ବାଇବଲ

20 ମୁଁ ତାହାଙ୍କୁ ପରଖିବାକୁ ଯିବାକୁ ବାହାରିଲିଣି। ଦୟାକରି ମୋତେ କ୍ଷମା କର।’ ତୃତୀୟ ଲୋକଟି କହିଲା, ‘ମୋର ତ ଏବେ ବାହାଘର ହୋଇଛି। ମୁଁ ଯାଇ ପାରିବି ନାହିଁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 14:20
7 Referans Kwoze  

କୌଣସି ବ୍ୟକ୍ତି ନୂତନ ଭାର୍ଯ୍ୟା ଗ୍ରହଣ କଲେ, ସେ ସୈନ୍ୟ ସଙ୍ଗେ ବାହାରକୁ ଯିବ ନାହିଁ, କିଅବା ତାହାକୁ କୌଣସି କର୍ମର ଭାର ଦିଆଯିବ ନାହିଁ; ସେ ଏକ ବର୍ଷ ପର୍ଯ୍ୟନ୍ତ ଆପଣା ଗୃହରେ ନିଷ୍କର୍ମରେ ରହି ଆପଣା ଗୃହୀତା ଭାର୍ଯ୍ୟାର ମନୋରଞ୍ଜନ କରିବ।


କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ।


ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।


ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’


Swiv nou:

Piblisite


Piblisite