ଲୂକ ଲିଖିତ ସୁସମାଚାର 14:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋର ଭୋଜର ଆସ୍ଵାଦ ପାଇବ ନାହିଁ। Gade chapit laଓଡିଆ ବାଇବେଲ24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)24 ମୁଁ ତୁମ ସମସ୍ତଙ୍କୁ କହୁଛି, ନିମନ୍ତ୍ରିତମାନଙ୍କ ମଧ୍ୟରୁ କେହି ମୋ’ ଭୋଜିର ସ୍ୱାଦ ପାଇବେ ନାହିଁ’।” Gade chapit laପବିତ୍ର ବାଇବଲ24 ଯେଉଁମାନଙ୍କୁ ମୁଁ ପ୍ରଥମେ ନିମନ୍ତ୍ରଣ କରିଥିଲି, ସେମାନଙ୍କ ମଧ୍ୟରୁ ଜଣେ ହେଲେ ମଧ୍ୟ ମୋ’ ସହିତ ଆଉ କେବେ ହେଁ ଭୋଜି ଖାଇବେ ନାହିଁ।’” Gade chapit la |