Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାତ୍ରା କରୁଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ଥରେ ଯେତେବେଳେ ବିରାଟ ଜନତା ଯୀଶୁଙ୍କ ସହିତ ଯାଉଥିଲେ, ସେ ମୁଖ ଫେରାଇ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

25 ବହୁତ ଲୋକ ଯୀଶୁଙ୍କ ସହିତ ଯାତ୍ରା କରୁଥିଲେ। ଯୀଶୁ ଲୋକମାନଙ୍କୁ କହିଲେ,

Gade chapit la Kopi




ଲୂକ ଲିଖିତ ସୁସମାଚାର 14:25
4 Referans Kwoze  

ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।


ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”


“କେହି ଯେବେ ମୋʼ ପାଖକୁ ଆସି ନିଜର ପିତା, ମାତା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ମୋʼଠାରୁ ଅଧିକ ପ୍ରିୟ ମନେ କରେ, ତେବେ ସେ ମୋହର ଶିଷ୍ୟ ହୋଇପାରେ ନାହିଁ।


Swiv nou:

Piblisite


Piblisite