ଲୂକ ଲିଖିତ ସୁସମାଚାର 14:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ। Gade chapit laଓଡିଆ ବାଇବେଲ27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)27 ଯେ ଆପଣା କ୍ରୁଶ ବହନ କରି ମୋ’ ପଛରେ ନ ଆସେ, ସେ ମୋର ଶିଷ୍ୟ ହୋଇ ପାରିବ ନାହିଁ। Gade chapit laପବିତ୍ର ବାଇବଲ27 ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। Gade chapit la |