Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କାଳେ ସେ ମୂଳଦୁଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,

Gade chapit la Kopi

ଓଡିଆ ବାଇବେଲ

29 କାଳେ ସେ ମୂଳଦୂଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯଦି ତା’ ପାଖରେ ଅର୍ଥ ନ ଥାଏ, ତେବେ ମୂଳଦୁଆ ପକାଇବା ପରେ ସେ ଅଟ୍ଟାଳିକା ନିର୍ମାଣ କରିବାକୁ ସକ୍ଷମ ହୋଇ ପାରିବ ନାହିଁ ଓ ଦେଖିବା ଲୋକେ ତାକୁ ପରିହାସ କରି କହିବେ,

Gade chapit la Kopi

ପବିତ୍ର ବାଇବଲ

29 ତା’ ନ ହେଲେ ତୁମ୍ଭେମାନେ ମୂଳଦୁଆ ପକେଇ ଦେଇ କାମ ଆରମ୍ଭ କରି ପାର, କିନ୍ତୁ ଶେଷ କରି ପାରିବ ନାହିଁ, ତେବେ ଏହାକୁ ଦେଖିଥିବା ଲୋକେ ତୁମ୍ଭମାନଙ୍କୁ ଉପହାସ କରିବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:29
4 Referans Kwoze  

କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀ-ଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?


ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।


ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।


ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର।


Swiv nou:

Piblisite


Piblisite