Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏ ଲୋକଟା ତୋଳିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

30 ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ‘ଏହି ଲୋକଟି ନିର୍ମାଣ କରିବାକୁ ଆରମ୍ଭ କଲା, କିନ୍ତୁ କାର୍ଯ୍ୟ ଶେଷ କରିପାରୁ ନାହିଁ!’

Gade chapit la Kopi

ପବିତ୍ର ବାଇବଲ

30 ସେମାନେ କହିବେ, ‘ଏ ଲୋକଟା କୋଠା ଆରମ୍ଭ କରିଦେଲା, କିନ୍ତୁ ଶେଷ କରି ପାରିଲା ନାହିଁ।’

Gade chapit la Kopi




ଲୂକ ଲିଖିତ ସୁସମାଚାର 14:30
11 Referans Kwoze  

ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


ବର୍ଷା ହେଲା, ବଢ଼ି ଆସିଲା ପୁଣି, ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା, ଆଉ ତାହା ପଡ଼ିଗଲା, ପୁଣି, ତାହାର ପତନ ଭୟଙ୍କର ହେଲା।”


କାଳେ ସେ ମୂଳଦୁଆ ପଥର ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,


କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?


Swiv nou:

Piblisite


Piblisite