Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 କିମ୍ଵା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

31 କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 “ଯଦି ଜଣେ ରାଜା ଦଶ ହଜାର ସୈନ୍ୟ ନେଇ କୋଡ଼ିଏ ହଜାର ସୈନ୍ୟ ସହିତ ଆସୁଥିବା ରାଜାଙ୍କ ବିପକ୍ଷରେ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ସେହି ରାଜାଙ୍କ ସମ୍ମୁଖୀନ ହେବାକୁ ସମର୍ଥ କି ନୁହନ୍ତି, ପ୍ରଥମେ ବସି ସେ ବିଷୟ ସ୍ଥିର କରିବେ।

Gade chapit la Kopi

ପବିତ୍ର ବାଇବଲ

31 “ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ବାହାରନ୍ତି, ତେବେ ସେ ଆଗ ବସି ଯୋଜନା କରନ୍ତି। ଯଦି ସେହି ରାଜାଙ୍କର କେବଳ ଦଶ ହଜାର ସୈନ୍ୟ ଥା’ନ୍ତି, ତେବେ ସେ କୋଡ଼ିଏ ହଜାର ସୈନ୍ୟ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରି ପାରିବେ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:31
7 Referans Kwoze  

ମନ୍ତ୍ରଣା ଦ୍ୱାରା ପ୍ରତ୍ୟେକ ସଂକଳ୍ପ ସ୍ଥିର ହୁଏ; ପୁଣି, ତୁମ୍ଭେ ଭଲ ପରାମର୍ଶ ଘେନି ଯୁଦ୍ଧ କର।


ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?


ତହୁଁ ଇସ୍ରାଏଲର ରାଜା ଉତ୍ତର କରି କହିଲେ, “ତାହାକୁ କୁହ, ଯେ ସଜ୍ଜା ପରିଧାନ କରେ, ସେ ସଜ୍ଜା ତ୍ୟାଗ କରିବା ଲୋକ ତୁଲ୍ୟ ଦର୍ପ ନ କରୁ।”


ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରିପାରିଲା ନାହିଁ।


ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।


ତାହା ଉପରେ ତୁମ୍ଭେ ହସ୍ତକ୍ଷେପ କର; ଯୁଦ୍ଧ ସ୍ମରଣ କର, ପୁଣି ସେପରି ଆଉ କର ନାହିଁ।


Swiv nou:

Piblisite


Piblisite