Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 14:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି।

Gade chapit la Kopi

ଓଡିଆ ବାଇବେଲ

32 ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଯଦି ସମର୍ଥ ନୁହନ୍ତି, ଦୂରରେ ଥିବା ସମୟରେ ଅନ୍ୟ ରାଜାଙ୍କ ସହିତ ସନ୍ଧି ସ୍ଥାପନ କରିବା ପାଇଁ ତାଙ୍କର ଦୂତମାନଙ୍କୁ ପଠାଇବେ।”

Gade chapit la Kopi

ପବିତ୍ର ବାଇବଲ

32 ଯଦି ସେ ଅନ୍ୟ ରାଜାଙ୍କୁ ପରାସ୍ତ କରିବାକୁ ସକ୍ଷମ ହେବ ନାହିଁ, ତେବେ ବିରୋଧୀ ରାଜା ବହୁତ ଦୂରରେ ଥିବା ବେଳେ ତାହାଙ୍କ ପାଖକୁ କିଛି ଲୋକ ପଠାଇ ସନ୍ଧି ପ୍ରସ୍ତାବ ଦେବେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 14:32
11 Referans Kwoze  

ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ।


ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ।


ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର?


ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।


କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାହାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?


ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇପାରେ ନାହିଁ।”


କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବ, ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ।


Swiv nou:

Piblisite


Piblisite