ଲୂକ ଲିଖିତ ସୁସମାଚାର 15:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)21 ପୁତ୍ର ତାଙ୍କୁ କହିଲା, ବାପା, ଈଶ୍ଵରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ। Gade chapit laଓଡିଆ ବାଇବେଲ21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)21 ପୁଅ କହିଲା, ‘ବାପା, ମୁଁ ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ ବିରୁଦ୍ଧରେ ଦୋଷ କରିଛି। ମୁଁ ଆଉ ତୁମ ପୁଅ ହେବାର ଯୋଗ୍ୟ ନୁହେଁ।’ Gade chapit laପବିତ୍ର ବାଇବଲ21 ପୁଅ କହିଲା, ‘ବାପା, ମୁଁ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ବିରୁଦ୍ଧରେ ପାପ କରିଛି। ମୁଁ ତୁମ୍ଭର ପୁଅ ହେବାକୁ ଯୋଗ୍ୟ ନୁହେଁ।’ Gade chapit la |