Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 15:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ପୁଣି, ହୃଷ୍ଟ ପୃଷ୍ଟ ପଶୁଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ପୁଣି ହୃଷ୍ଟ ପୃଷ୍ଟ ପଶୁ ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,

Gade chapit la Kopi

ଓଡିଆ ବାଇବେଲ

23 ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଗୋଟିଏ ହୃଷ୍ଟପୁଷ୍ଟ ବାଛୁରୀ ମାରି ଭୋଜିର ଆୟୋଜନ କର। ଆମେ ଆନନ୍ଦ କରିବା।

Gade chapit la Kopi

ପବିତ୍ର ବାଇବଲ

23 ଆମ୍ଭର ସବୁଠାରୁ ମୋଟା ବାଛୁରିଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହେବ। ଆମ୍ଭେମାନେ ଗୋଟିଏ ଭୋଜି କରିବା।

Gade chapit la Kopi




ଲୂକ ଲିଖିତ ସୁସମାଚାର 15:23
10 Referans Kwoze  

ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।


ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋʼ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।


ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।


ଏଥିଉତ୍ତାରେ ଅବ୍ରହାମ ଗୋଠକୁ ଶୀଘ୍ର ଯାଇ ଉତ୍ତମ କୋମଳ ଗୋବତ୍ସ ଆଣି ଦାସକୁ ଦିଅନ୍ତେ, ସେ ତାହା ଶୀଘ୍ର ରାନ୍ଧିଲା।


ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।


ହିଂସା ସହିତ ହୃଷ୍ଟପୁଷ୍ଟ ଗୋମାଂସ ଭୋଜ ଅପେକ୍ଷା ପ୍ରେମ ଥିବା ସ୍ଥାନରେ ଶାକାନ୍ନ ଭଲ।


କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ବସ୍ତ୍ର ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୁଦି ଓ ପାଦରେ ପାଦୁକା ଦିଅ,


କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।


Swiv nou:

Piblisite


Piblisite