Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ଵସ୍ତ ହୋଇନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବେ?

Gade chapit la Kopi

ଓଡିଆ ବାଇବେଲ

12 ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପୁଣି ଯାହା ଅନ୍ୟର, ସେଥିରେ ଯଦି ତୁମେ ବିଶ୍ୱସ୍ତ ହୋଇ ନାହଁ, ତେବେ ଯାହା ତୁମ ନିଜର, ତାହା କିଏ ତୁମ୍ଭମାନଙ୍କୁ ଦେବ?

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେମାନେ ଯଦି ଅନ୍ୟ କାହାର ଜିନିଷ ରଖିବା ପାଇଁ ବିଶ୍ୱାସ ଯୋଗ୍ୟ ବୋଲି ପ୍ରମାଣିତ ହୋଇ ନାହଁ, ତେବେ ତୁମ୍ଭମାନଙ୍କ ନିଜ ଜିନିଷ ମଧ୍ୟ ତୁମ୍ଭମାନଙ୍କୁ ଦିଆ ଯିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:12
11 Referans Kwoze  

ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”


ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ?


କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”


Swiv nou:

Piblisite


Piblisite