ଲୂକ ଲିଖିତ ସୁସମାଚାର 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ବର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ବରଙ୍କ ଦୃଷ୍ଟିରେ ଘୃଣିତ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେଥିରେ ସେ ସେମାନଙ୍କୁ କହିଲେ, ଯେଉଁମାନେ ଆପଣା ଆପଣାକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହିପ୍ରକାର ଲୋକ, କିନ୍ତୁ ଈଶ୍ଵର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ଵରଙ୍କ ଦୃଷ୍ଟିରେ ଘୃଣିତ। Gade chapit laଓଡିଆ ବାଇବେଲ15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ । Gade chapit laପବିତ୍ର ବାଇବଲ (CL) NT (BSI)15 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅନ୍ୟ ଲୋକମାନଙ୍କ ଦୃଷ୍ଟିରେ ନିଜକୁ ଧାର୍ମିକ ବୋଲି ଦେଖାଇ ଥାଅ, କିନ୍ତୁ ଈଶ୍ୱର ତୁମ ହୃଦୟ ଜାଣନ୍ତି। କାରଣ ଯେଉଁ ବିଷୟଗୁଡ଼ିକ ମନୁଷ୍ୟ ଦୃଷ୍ଟିରେ ବହୁମୂଲ୍ୟ, ଈଶ୍ୱରଙ୍କ ଦୃଷ୍ଟିରେ ସେଗୁଡ଼ିକ ମୂଲ୍ୟହୀନ। Gade chapit laପବିତ୍ର ବାଇବଲ15 ଯୀଶୁ ଫାରୂଶୀମାନଙ୍କୁ କହିଲେ, “ଲୋକଙ୍କ ଆଗରେ ତୁମ୍ଭେମାନେ ନିଜକୁ ଭଲ ବୋଲି ଦେଖେଇ ହେଉଛ। କିନ୍ତୁ ତୁମ୍ଭମାନଙ୍କ ହୃଦୟରେ ପ୍ରକୃତରେ କ’ଣ ଅଛି, ତାହା ପରମେଶ୍ୱର ଜାଣନ୍ତି। ଯେଉଁସବୁ ବିଷୟକୁ ଲୋକମାନେ ବହୁତ ମୂଲ୍ୟବାନ୍ ବୋଲି ମନେ କରିଥା’ନ୍ତି, ତାହା ପରମେଶ୍ୱରଙ୍କ ଦୃଷ୍ଟିରେ ମୂଲ୍ୟ ହୀନ। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।