ଲୂକ ଲିଖିତ ସୁସମାଚାର 16:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’” Gade chapit laପବିତ୍ର ବାଇବଲ (Re-edited) - (BSI)31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ। Gade chapit laଓଡିଆ ବାଇବେଲ31 କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)31 କିନ୍ତୁ ଅବ୍ରାହମ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କ କଥା ଶୁଣୁ ନାହାନ୍ତି, ତେବେ ଜଣେ ମୃତ୍ୟୁରୁ ଉତ୍ଥିତ ହେଲେ ସୁଦ୍ଧା ସେମାନେ ତା’ର କଥା ବିଶ୍ୱାସ କରିବେ ନାହିଁ।” Gade chapit laପବିତ୍ର ବାଇବଲ31 “କିନ୍ତୁ ଅବ୍ରହାମ ତାହାକୁ କହିଲେ, ‘ନା, ଯଦି ତୁମ୍ଭ ଭାଇମାନେ ମୋଶା ଓ ଭବିଷ୍ୟଦ୍ବକ୍ତାଙ୍କ କଥା ଶୁଣିବେ ନାହିଁ, ତେବେ ସେମାନେ ମୃତ୍ୟୁରୁ ଫେରି ଆସି ଥିବା କୌଣସି ଲୋକଙ୍କ କଥା ମଧ୍ୟ ଶୁଣିବେ ନାହିଁ।’” Gade chapit la |