Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 16:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ମୁଁ ବେବର୍ତ୍ତାପଦରୁ ଚ୍ୟୁତ ହେଲା ଉତ୍ତାରେ ଲୋକେ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରନ୍ତି, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି।

Gade chapit la Kopi

ଓଡିଆ ବାଇବେଲ

4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କ'ଣ କରିବି, ତାହା ବୁଝିଲିଣି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ବର୍ତ୍ତମାନ ମୁଁ ଜାଣେ, ମୋତେ କ’ଣ କରିବାକୁ ହେବ; ମୁଁ ଅନେକଙ୍କ ସହିତ ବନ୍ଧୁତା ସ୍ଥାପନ କରିବି। ମୋର ଚାକିରୀ ଚାଲିଗଲା ପରେ ସେମାନଙ୍କ ଗୃହରେ ମୋତେ ଆଶ୍ରୟ ମିଳିବ।’

Gade chapit la Kopi

ପବିତ୍ର ବାଇବଲ

4 ତେବେ ମୋତେ କ’ଣ କରିବାକୁ ହେବ ତା ମୁଁ ଜାଣିଛି। ଯେତେବେଳେ ମୁଁ ଗୁମାସ୍ତା ଗ୍ଭକିରି ହରାଇବି, ସେତେବେଳେ ଯେପରି ଲୋକେ ସେମାନଙ୍କ ଘରେ ମୋର ସ୍ୱାଗତ କରିବେ ସେଥିପାଇଁ ଗୋଟିଏ କାମ ମୁଁ କରିବି।

Gade chapit la Kopi




ଲୂକ ଲିଖିତ ସୁସମାଚାର 16:4
6 Referans Kwoze  

ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;


“କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।”


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି।


ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ।


ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର, ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ।


Swiv nou:

Piblisite


Piblisite