ଲୂକ ଲିଖିତ ସୁସମାଚାର 17:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ଯିରୂଶାଲମକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଗମନ କରୁଥିଲେ। Gade chapit laଓଡିଆ ବାଇବେଲ11 ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)11 ଯୀଶୁ ଯିରୁଶାଲମ ଯିବା ବାଟରେ ଶମିରୋଣ ଓ ଗାଲିଲୀର ସୀମା ମଧ୍ୟ ଦେଇ ଗଲେ। Gade chapit laପବିତ୍ର ବାଇବଲ11 ଯୀଶୁ ଯିରୁଶାଲମ ଯାତ୍ରା କରୁଥିଲେ। ସେ ଗାଲିଲୀରୁ ଶମିରୋଣକୁ ଗଲେ। Gade chapit la |