Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, ହେ ଯୀଶୁ, ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ।

Gade chapit la Kopi

ଓଡିଆ ବାଇବେଲ

13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 “ଯୀଶୁ! ହେ ଗୁରୁ! ଆମକୁ ଦୟା କରନ୍ତୁ।”

Gade chapit la Kopi

ପବିତ୍ର ବାଇବଲ

13 କିନ୍ତୁ ସେମାନେ ଯୀଶୁଙ୍କୁ ପାଟି କରି ଡାକିଲେ, “ହେ ପ୍ରଭୁ ଯୀଶୁ! ଦୟାକରି ଆମ୍ଭକୁ ସାହାଯ୍ୟ କର।”

Gade chapit la Kopi




ଲୂକ ଲିଖିତ ସୁସମାଚାର 17:13
7 Referans Kwoze  

ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦଙ୍କ ସନ୍ତାନ, ମୋତେ ଦୟା କରନ୍ତୁ, ମୋହର ଝିଅଟି ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି।


ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚସ୍ୱର କରି କହିବାକୁ ଲାଗିଲେ, ହେ ଦାଉଦଙ୍କ ସନ୍ତାନ, ଆମ୍ଭମାନଙ୍କୁ ଦୟା କରନ୍ତୁ।


ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।


ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି।


ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ।


Swiv nou:

Piblisite


Piblisite