ଲୂକ ଲିଖିତ ସୁସମାଚାର 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। Gade chapit laଓଡିଆ ବାଇବେଲ16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ । Gade chapit laପବିତ୍ର ବାଇବଲ (CL) NT (BSI)16 ସେ ଯୀଶୁଙ୍କ ପାଦ ତଳେ ଭୂଇଁରେ ପଡ଼ି ତାଙ୍କୁ ଧନ୍ୟବାଦ ଦେଲା। ସେ ଜଣେ ଶମିରୋଣୀୟ ଲୋକ ଥିଲା। Gade chapit laପବିତ୍ର ବାଇବଲ16 ସେ ଯୀଶୁଙ୍କ ପାଦତଳେ ନଇଁପଡ଼ି ପ୍ରଣାମ କଲା ଓ ତାହାଙ୍କୁ ଧନ୍ୟବାଦ ଦେଲା। ଏହି ଲୋକଟି ଶମିରୋଣର ଅଧିବାସୀ ଥିଲା। ସେ ଯିହୂଦୀ ନ ଥିଲା, Gade chapit la |