Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସେଥିରେ ଯୀଶୁ ଉତ୍ତର ଦେଲେ, ଦଶଜଣ କଅଣ ଶୁଚି ହେଲେ ନାହିଁ?

Gade chapit la Kopi

ଓଡିଆ ବାଇବେଲ

17 ସେଥିରେ ଯୀଶୁ ଉତ୍ତର ଦେଲେ, ଦଶ ଜଣ କ'ଣ ଶୁଚି ହେଲେ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଯୀଶୁ କହିଲେ, “ଦଶ ଜଣ ସୁସ୍ଥ ହେଲେ; ଆଉ ନଅ ଜଣ କାହାନ୍ତି?

Gade chapit la Kopi

ପବିତ୍ର ବାଇବଲ

17 ଯୀଶୁ ଉତ୍ତର ଦେଲେ, “ଦଶ ଜଣ ଲୋକ ସୁସ୍ଥ ହେଲେ, ତେବେ ଅନ୍ୟ ନଅ ଜଣ କାହାନ୍ତି?

Gade chapit la Kopi




ଲୂକ ଲିଖିତ ସୁସମାଚାର 17:17
6 Referans Kwoze  

କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ସେମାନେ ତାହାଙ୍କ କର୍ମସକଳ ଶୀଘ୍ର ପାସୋରିଗଲେ; ସେମାନେ ତାହାଙ୍କ ମନ୍ତ୍ରଣାର ଅପେକ୍ଷା କଲେ ନାହିଁ;


ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”


ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।


ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”


Swiv nou:

Piblisite


Piblisite