ଲୂକ ଲିଖିତ ସୁସମାଚାର 17:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?” Gade chapit laପବିତ୍ର ବାଇବଲ (Re-edited) - (BSI)18 ତେବେ ଆଉ ନଅଜଣ କାହାନ୍ତି? ଈଶ୍ଵରଙ୍କୁ ଗୌରବ ଦେବା ନିମନ୍ତେ ଏହି ବିଜାତି ଲୋକଟି ଛଡ଼ା କଅଣ ଆଉ କେହି ବାହୁଡ଼ିଆସି ନାହିଁ? Gade chapit laଓଡିଆ ବାଇବେଲ18 ତେବେ ଆଉ ନଅ ଜଣ କାହାନ୍ତି ? ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୂଦୀ ଲୋକଟି ଛଡ଼ା କ'ଣ ଆଉ କେହି ଫେରିଆସି ନାହିଁ ? Gade chapit laପବିତ୍ର ବାଇବଲ (CL) NT (BSI)18 କାହିଁକି କେବଳ ଏହି ବିଦେଶୀୟ ଲୋକଟି ଈଶ୍ୱରଙ୍କୁ ଧନ୍ୟବାଦ ଦେବା ପାଇଁ ଫେରି ଆସିଲା?” Gade chapit laପବିତ୍ର ବାଇବଲ18 ସୁସ୍ଥ ହୋଇ ସାରିବା ପରେ ପୁଣି ଫେରି ଆସି ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଇବା ପାଇଁ କ’ଣ ଏହି ଶମିରୋଣୀୟ ଜଣକ କେବଳ ଥିଲା?” Gade chapit la |