Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 17:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଈଶ୍ବରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଈଶ୍ଵରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

20 ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କେତେକ ଫାରୁଶୀ ଈଶ୍ୱରଙ୍କ ରାଜ୍ୟ କେବେ ଆସିବ ବୋଲି ଯୀଶୁଙ୍କୁ ପଚାରିଲେ। ସେ ଉତ୍ତର ଦେଲେ, “ଦୃଶ୍ୟମାନଭାବେ ଈଶ୍ୱରଙ୍କ ରାଜ୍ୟ ଆସେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

20 କେତେକ ଫାରୂଶୀ ଯୀଶୁଙ୍କୁ ପଗ୍ଭରିଲେ, “ପରମେଶ୍ୱରଙ୍କ ରାଜ୍ୟ କେବେ ଆସିବ?” ଯୀଶୁ ଉତ୍ତର ଦେଲେ, “ପରମେଶ୍ୱରଙ୍କ ରାଜ୍ୟ ଆସୁଛି। କିନ୍ତୁ ଯେଉଁଭଳି ଭାବରେ ଆସିବ, ତାହାକୁ ତୁମ୍ଭେମାନେ ଆଖିରେ ଦେଖି ପାରିବ ନାହିଁ।

Gade chapit la Kopi




ଲୂକ ଲିଖିତ ସୁସମାଚାର 17:20
9 Referans Kwoze  

ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍‍ସମ୍ବନ୍ଧୀୟ ନୁହେଁ।”


ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ବରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ।


ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି।


ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାପି ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ାଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।


ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ।


ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ।


Swiv nou:

Piblisite


Piblisite