ଲୂକ ଲିଖିତ ସୁସମାଚାର 17:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଦେଖ, ସେଠାରେ, ଦେଖ, ଏଠାରେ ବୋଲି ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ଵା ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ। Gade chapit laଓଡିଆ ବାଇବେଲ23 ଦେଖ, ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)23 ଲୋକେ ତୁମ୍ଭମାନଙ୍କୁ କହିବେ, ‘ସେଠାରେ ଦେଖ’ ଅବା ‘ଏଠାରେ ଦେଖ।’ କିନ୍ତୁ ଏହା ଖୋଜିବା ପାଇଁ ବାହାରକୁ ଯାଅ ନାହିଁ। Gade chapit laପବିତ୍ର ବାଇବଲ23 ଲୋକମାନେ ତୁମ୍ଭମାନଙ୍କୁ କହିବେ, ‘ଦେଖ ତାହା ସେଠାରେ!’ ‘ଦେଖ, ତାହା ଏଠାରେ! କିନ୍ତୁ ତୁମ୍ଭେମାନେ ଯେଉଁଠି ଅଛ ସେହିଠାରେ ରୁହ। ବାହାରକୁ ଯାଇ ଖୋଜ ନାହିଁ। Gade chapit la |