ଲୂକ ଲିଖିତ ସୁସମାଚାର 18:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ।’ Gade chapit laପବିତ୍ର ବାଇବଲ (Re-edited) - (BSI)12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆୟର ଦଶମାଂଶ ଦାନ କରିଥାଏ। Gade chapit laଓଡିଆ ବାଇବେଲ12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ । Gade chapit laପବିତ୍ର ବାଇବଲ (CL) NT (BSI)12 ମୁଁ ସପ୍ତାହରେ ଦୁଇ ଦିନ ଉପବାସ କରେ ଓ ତୁମକୁ ମୋ’ ସମସ୍ତ ଆୟର ଦଶମାଂଶ ଦାନ କରେ।’ Gade chapit laପବିତ୍ର ବାଇବଲ12 ମୁଁ ଜଣେ ଭଲ ଲୋକ। ମୁଁ ସପ୍ତାହରେ ଦୁଇ ଥର ଉପବାସ କରେ। ମୁଁ ମୋର ସମସ୍ତ ରୋଜଗାରର ଦଶ ଭାଗରୁ ଏକ ଭାଗ ଦାନ କରେ।’ Gade chapit la |