ଲୂକ ଲିଖିତ ସୁସମାଚାର 18:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।” Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର। Gade chapit laଓଡିଆ ବାଇବେଲ20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର । Gade chapit laପବିତ୍ର ବାଇବଲ (CL) NT (BSI)20 ତୁମେ ତ ସମସ୍ତ ଆଜ୍ଞା ଜାଣ! ‘ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରୀ କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ; ପିତାମାତାଙ୍କୁ ସମାଦର କର’।” Gade chapit laପବିତ୍ର ବାଇବଲ20 ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦେବି। ତୁମ୍ଭେ ପରମେଶ୍ୱରଙ୍କ ଆଜ୍ଞାମାନ ଜାଣିଛ: ‘ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ, ତୁମ୍ଭେ କାହାରିକି ହତ୍ୟା କରିବ ନାହିଁ, କୌଣସି ଜିନିଷ ଗ୍ଭେରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟରେ କେବେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପା-ମାଙ୍କୁ ନିଶ୍ଚୟ ସମ୍ମାନ ଦେବ।’” Gade chapit la |