ଲୂକ ଲିଖିତ ସୁସମାଚାର 18:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କାରଣ ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।” Gade chapit laପବିତ୍ର ବାଇବଲ (Re-edited) - (BSI)25 କାରଣ ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ। Gade chapit laଓଡିଆ ବାଇବେଲ25 କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ । Gade chapit laପବିତ୍ର ବାଇବଲ (CL) NT (BSI)25 ଛୁଞ୍ଚିର ଛିଦ୍ର ଦେଇ ଗୋଟିଏ ଓଟର ପ୍ରବେଶ କରିବାଠାରୁ ଜଣେ ଧନୀ ଲୋକର ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବା ଅଧିକ କଷ୍ଟକର।” Gade chapit laପବିତ୍ର ବାଇବଲ25 ଜଣେ ଧନୀଲୋକ ପକ୍ଷରେ ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାଠାରୁ ଗୋଟିଏ ଛୁଞ୍ଚି କଣାଦେଇ ଓଟଟିଏ ଗଳିଯିବା ଅଧିକ ସହଜ।” Gade chapit la |