Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ଆପଣା ଆପଣାର ସର୍ବସ୍ଵ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।

Gade chapit la Kopi

ଓଡିଆ ବାଇବେଲ

28 ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ତା’ପରେ ପିତର କହିଲେ, “ଦେଖନ୍ତୁ! ଆମେ ଆପଣଙ୍କର ଅନୁଗମନ କରିବା ପାଇଁ ଘର ଦ୍ୱାର ପରିତ୍ୟାଗ କରିଛୁ।”

Gade chapit la Kopi

ପବିତ୍ର ବାଇବଲ

28 ପିତର କହିଲେ, “ଦେଖନ୍ତୁ, ଆମ୍ଭେ ଆମ୍ଭର ସର୍ବସ୍ୱ ଛାଡ଼ିଦେଇ ଆପଣଙ୍କ ଅନୁସରଣ କରିଛୁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 18:28
7 Referans Kwoze  

କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି।


ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ।


ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା?


ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।


ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।


ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ।


Swiv nou:

Piblisite


Piblisite