Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସେ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟ ନିମନ୍ତେ ଗୃହ କି ଭାର୍ଯ୍ୟା କି ଭ୍ରାତା କି ପିତାମାତା କି ସନ୍ତାନସନ୍ତତି ପରିତ୍ୟାଗ କରି,

Gade chapit la Kopi

ଓଡିଆ ବାଇବେଲ

29 ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

29 ଯୀଶୁ ସେମାନଙ୍କୁ କହିଲେ, “ହଁ, ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ଯେ କେହି ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଘର, ସ୍ତ୍ରୀ, ଭାଇ, ପିତାମାତା କିମ୍ବା ସନ୍ତାନମାନଙ୍କୁ ପରିତ୍ୟାଗ କରେ,

Gade chapit la Kopi

ପବିତ୍ର ବାଇବଲ

29 ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି। ଯେଉଁ ଲୋକ ପରମେଶ୍ୱରଙ୍କ ରାଜ୍ୟ ପାଇଁ ତା'ର ଘର, ପତ୍ନୀ, ଭାଇ, ବାପାମା କିମ୍ବା ପିଲାମାନଙ୍କୁ ଛାଡ଼ିଥିବ,

Gade chapit la Kopi




ଲୂକ ଲିଖିତ ସୁସମାଚାର 18:29
7 Referans Kwoze  

ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।


ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’


Swiv nou:

Piblisite


Piblisite