Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଇହକାଳରେ ବହୁଗୁଣ ଓ ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ।

Gade chapit la Kopi

ଓଡିଆ ବାଇବେଲ

30 ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

30 ସେ ଇହକାଳରେ ବହୁତ କିଛି ପାଇବ ଓ ପରକାଳରେ ଅନନ୍ତ ଜୀବନ ଲାଭ କରିବ।”

Gade chapit la Kopi

ପବିତ୍ର ବାଇବଲ

30 ସେ ଛାଡ଼ିଥିବା ବସ୍ତୁ ଅପେକ୍ଷା ଅଧିକ ପାଇବ। ସେ ଲୋକ ଏହି ଜୀବନକାଳ ମଧ୍ୟରେ ତ ଅନେକ ଗୁଣ ଅଧିକ ପାଇବ ଏବଂ ମରିଗଲା ପରେ ମଧ୍ୟ ସେ ପରମେଶ୍ୱରଙ୍କ ସହିତ ଚିରକାଳ ବାସ କରିବ।

Gade chapit la Kopi




ଲୂକ ଲିଖିତ ସୁସମାଚାର 18:30
19 Referans Kwoze  

ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।


ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ। ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ସ୍ବର୍ଗୀୟ ଭୋଜନ ଦେବୁ, ପୁଣି, ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ ଲିଖିତ ଏକ ଶ୍ୱେତ ପ୍ରସ୍ତର ତାହାକୁ ଦେବୁ।”


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”


ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;


କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।


କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।


ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।


ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋʼ ଚିତ୍ତର ଆହ୍ଲାଦଜନକ।


ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!


ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋʼ ପ୍ରତି ଉତ୍ତମ। ଇୟୂଦ୍‍।


ଅନେକ ଦୁଷ୍ଟ ଲୋକର ପ୍ରଚୁର ସମ୍ପତ୍ତି ଅପେକ୍ଷା ଧାର୍ମିକ ଲୋକର ଅଳ୍ପ ସମ୍ପତ୍ତି ଭଲ।


ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


Swiv nou:

Piblisite


Piblisite